Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌

    Share on :
    ajab-Image
    Date: May 17, 2025    Views: 3472

    ନୂଆଦିଲ୍ଲୀ: ଆଜିଠୁ ପୁଣି ଆଇପିଏଲ୍‌‌ ମ୍ୟାଚ ଆରମ୍ଭ କରାଯିବ। ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷେ୍ମø, ମୁମ୍ବାଇ, ଅହମ୍ମଦାବାଦରେ ମ୍ୟାଚ ଖେଳାଯିବ। ମେ’ ୨୯ରେ କ୍ୱାଲିଫାୟର ଏବଂ ମେ’ ୩୦ରେ ଏଲିମିନେଟର ମ୍ୟାଚ ସହଜୁନ ୧ରେ କ୍ୱାଲିଫାୟର-୨ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୩ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ସୂଚନା ମିଳିଛି।

    Maximum 500 characters

    ଖେଳ ଖବର View all

    Find Us on Facebook