Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଯବାନ-ମାଓବାଦୀ ଗୁଳିବିନିମୟ

    Share on :
    ajab-Image
    Date: Jan 20, 2025    Views: 3949

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ  ଗୁଳିବିନିମୟ ଚାଲିଛି। ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଚାଲିଛି ଗୁଳି ବିନିମୟ। ଗୁଇନ୍ଦା ବିଭାଗରୁ ମିଳିଥିବା ସୂଚନା ଆଧାରରେ ଆଜି ଓଡ଼ିଶା ପୁଲିସର ଏସଓଜି, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ ଚଳାଇଛନ୍ତି। 

    ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା। ତାକୁ ଆଧାର କରି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା କୁହାଯାଉଛି। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook