Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ରୁଷ ଗସ୍ତରେ ପ୍ରଧାନମନ୍ତ୍ରୀ

    Share on :
    ajab-Image
    Date: Oct 22, 2024    Views: 5549

    ନୂଆଦିଲ୍ଲୀ: ଆଜି ରୁଷ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ପ୍ରଧାନମନ୍ତ୍ରୀ ରୁଷ ଗସ୍ତ କରିବେ। କାଜାନରେ ୨୨ରୁ ୨୪ ଯାଏ ୧୬ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ। 

    ଏଥିରେ ବ୍ରିକ୍ସ ସଦସ୍ୟ ରାଷ୍ଟ୍ର ଭାରତ, ରୁଷ, ଚୀନ୍ ଓ ଦକ୍ଷିଣ ଆଫ୍ରିକାର ଶୀର୍ଷ ନେତା ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଆଜି ପ୍ରଧାନମୋନ୍ତ୍ରୀ ମୋଦି ରୁଷରେ ପହଞ୍ଚିବେ, ଆସନ୍ତାକାଲି ଅର୍ଥାତ୍ ୨୩ ଅକ୍ଟୋବରରେ ବ୍ରିକ୍ସ ସମ୍ମିଳନୀର ମୁଖ୍ୟ କାର୍ୟ୍ୟକ୍ରମରେ ଯୋଗଦେବା ପରେ ସେହିଦିନ ନୂଆଦିଲ୍ଲୀ ଫେରିଆସିବେ।ବ୍ରିକ୍ସ ସମ୍ମିଳନୀର ମୁଖ୍ୟ କାର୍ୟ୍ୟକ୍ରମ ପରେ କାଜାନରେ ରାଷ୍ଟ୍ରମୁଖ୍ୟଙ୍କୁ ନେଇ ନୈଶ୍ୟ ଭୋଜିରେ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ନୈଶ୍ୟ ଭୋଜିରେ ଯୋଗଦେବା। ଏହାପରେ ସେ ଭାରତ ଫେରିବାର କାର୍ୟ୍ୟକ୍ରମ ରହିଛି। 

    Maximum 500 characters

    ଦେଶ ବିଦେଶ View all

    Find Us on Facebook