Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ସ୍ମାର୍ଟ ପୁଲିସିଂ ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱାରୋପ

    Share on :
    ajab-Image
    Date: Dec 2, 2024    Views: 2869

    ଭୁବନେଶ୍ୱରରେ ଦେଶ ସୁରକ୍ଷା ସଂପର୍କିତ ତିନି ଦିନିଆ ମହାମନ୍ଥନ ଶେଷ ହୋଇଛି।  ଭୁବନେଶ୍ୱରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଡିଜିପି/ଆଇଜିପି ସମ୍ମିଳନୀରେ ସ୍ମାର୍ଟ ପୁଲିସିଂ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ୟବସ୍ଥାକୁ ରଣନୀତିକ, ଯତ୍ନଶୀଳ, ନିର୍ଭରଯୋଗ୍ୟ ଓ ସ୍ୱଚ୍ଛ କରିବାକୁ ସେ ଦେଇଛନ୍ତି ଆହ୍ୱାନ। ଏଥିସହ ଡିଜିଟାଲ୍ ଠକେଇ ଓ ସାଇବର ଅପରାଧ ରୋକିବାକୁ ଏଆଇ ଉପଯୋଗ କରିବାକୁ ପରାମର୍ଶ ଦେଇଛନ୍ତି।

    ପ୍ରଧାନମନ୍ତ୍ରୀ କହିଛନ୍ତି, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଓ ଆସପିରେସନାଲ୍ ଇଣ୍ଡିଆ ହେଉଛି ଡବଲ୍ଏଆଇ। କାର୍ୟ୍ୟଚାପ ହ୍ରାସ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରନ୍ତୁ। ବିକଶିତ ଭାରତକୁ ଦୃଷ୍ଟିରେ ରଖି ପୁଲିସ ବ୍ୟବସ୍ଥାର ଆଧୁନିକୀକରଣ ହେଉ। ହ୍ୟାକିଂ ରୋକିବାକୁ ଜାତୀୟ ପୁଲିସ ହ୍ୟାକାଥନ ଆପଣାଇବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

    Maximum 500 characters

    ରାଜନୀତି View all

    Find Us on Facebook