Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    Share on :
    ajab-Image
    Date: Jun 27, 2025    Views: 9126

    ନୂଆଦିଲ୍ଲୀ : ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣାଟ୍ଟପୂରା ବିଶ୍ୱରେ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ବିଭିନ୍ନ ରାଜ୍ୟରେ ଧୂମଧାମ୍‌ରେ ରଥଯାତ୍ରା ପାଳନ କରାଯାଏ। ପୁରୀରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ଅଭୁତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

     

    Maximum 500 characters

    ଦେଶ ବିଦେଶ View all

    Find Us on Facebook