Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ପଞ୍ଚାୟତ ନିର୍ବାଚନରେ ବିଜେପି ଯଶସ୍ବୀ ହେବ: ମନମୋହନ

    Share on :
    ajab-Image
    Date: Jan 2, 2025    Views: 3230

    ଭୁବନେଶ୍ୱର:ବିଜେପିକୁ ନେଇ ଲୋକଙ୍କ ବିଶ୍ୱାସ ଭରଷା ବଢ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେପି  ଯଶସ୍ବୀ ହେବ ବୋଲି ବିଜେପି ସଭାପତି ମନମୋହନ ସାମଲ ନୂଆବର୍ଷରେ କହଛନ୍ତି। ଓଡ଼ିଶାରେ ବିଜେପି ଅଦ୍ବିତୀୟ ସଂଗଠନ ହୋଇ ଛିଡ଼ା ହେବ। ଆଗକୁ ଆହୁରି ଶକ୍ତିଶାଳୀ ହେବ ବୋଲି ମନମୋହନ କହିଛନ୍ତି।

    ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

    Maximum 500 characters

    ରାଜନୀତି View all

    Find Us on Facebook