Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଓଲିଉଡ ଅଭିନେତା ପାର୍ଥସାରଥୀ ଗିରଫ

    Share on :
    ajab-Image
    Date: Jul 10, 2025    Views: 3062

    ଭୁବନେଶ୍ୱର : ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ଜାମିନବିହୀନ ଗିରଫ ପରୱାନା (NBW) ଆଧାରରେ ପୋଲିସ ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ (JMFC) କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପାର୍ଥସାରଥୀ କୋର୍ଟ ନିୟମର ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହି ଗିରଫ କରାଯାଇଛି।

     

    Maximum 500 characters

    ତାଜା ଖବର View all

    Find Us on Facebook