Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଜ୍ଞାମାଳ ବିଜେ ପରେ ୩ ରଥର ଦକ୍ଷିଣ ମୋଡ଼

    Share on :
    ajab-Image
    Date: Jul 2, 2025    Views: 2645

    ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜିଉ। ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଆଜିଠୁ ମହାପ୍ରଭୁଙ୍କ ବାହୁଡ଼ା ପ୍ରସ୍ତୁତି ଆରମ୍ଭ। ଷଷ୍ଠୀ ତିଥିରେ ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ୩ ରଥକୁ ଦକ୍ଷିଣ ମୋଡ଼ କରାଯାଉଛି। ରଥ ତ୍ରୟକୁ ଶ୍ରୀଗୁଣ୍ଡିଚା ଘର ସିଂହଦ୍ୱାର ସମ୍ମୁଖରୁ ନାକଚଣା ଦ୍ୱାରକୁ ଅଣାଯାଉଛି। ପ୍ରଥମେ ଦେବଦଳନ, ପରେ ତାଳଧ୍ୱଜ ଓ  ଶେଷରେ ନନ୍ଦିଘୋଷ ରଥକୁ ଟଣାଯିବ। ଦକ୍ଷିଣ ମୋଡ଼ ପରେ ବାହୁଡ଼ା ପୂର୍ବରୁ ପୁଣି ତିନି ରଥର ସ୍ଥିତି ଯାଞ୍ଚ ହେବ। ଆସନ୍ତା ୫ ତାରିଖ ଶନିବାର ବାହୁଡ଼ା ଯାତ୍ରାରେ ଗୁଣ୍ଡିଚା ଘରୁ ମହାପ୍ରଭୁ ଶ୍ରୀମନ୍ଦିରକୁ ବାହୁଡ଼ିବେ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook