Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

Read more

ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି

ପୁରୀ: ଶନିବାର ବଡ଼ଦେଉଳରେ ଶ୍ରୀକୃଷ୍ଣ ଲୀଳା ଅବସରରେ ନନ୍ଦୋତ୍ସବ ଓ ବିଜୁଳି କନ୍ୟା ନୀତି ଅନୁଷ୍ଠିତ ହେବ । ସକାଳେ ରାମ କୃଷ୍ଣ ଜଗମୋହନରେ ଥିବା ଦୋଳିରେ ବିଜେ ହେବେ । ସନ୍ଧ୍ୟାରେ ରାମକୃଷ୍ଣ ଓ ମଦନମୋହନ ପୁଣି ଖଟରେ ବିଜେ ହେବେ । ତିନି ବିଗ୍ରହଙ୍କ ପୂଜାବିଧି ଅନୁଷ୍ଠିତ ...
Read more

ସାପ ଧରି ମେଡିକାଲରେ ପହଞ୍ଚିଲେ ଯୁବକ

ଉଦଳା : ସାପ କାମୁଡ଼ିବା ପରେ ଭୟଭୀତ ନହୋଇ ସାପଟିକୁ ଧରି ମେଡିକାଲରେ ପହଞ୍ଚିଲେ ଯୁବକ। ଏଭଳି ଏକ ଘଟଣା ମୟୂରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳରେ ଘଟିଛି।ମୋଚିରାମ ଟୁଡୁ ଏକ ସରକାରୀ କାର୍ଯ୍ୟାଳୟରେ କାମ କରନ୍ତି। ରାତିରେ ସେ ଅଫିସ୍‌ ରୁମ୍‌ ଭିତରେ ଚେୟାରରେ ବସିଥିବା ବେଳେ ତଳେ ...
Read more

୯ ବେଳକୁ ମୟୂରଭଞ୍ଜ ଏବଂ ବାଲେଶ୍ବରରେ ପ୍ରବଳ ବର୍ଷା

ଭୁବନେଶ୍ବର : ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ଥିବାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ, କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ ମୟୂରଭଞ୍ଜ ଏବଂ ...
Read more

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ: ଶୁକ୍ରବାର ରାତିରେ ଶ୍ରୀମନ୍ଦିର ଉପରେ ପୁନର୍ବାର ଡ୍ରୋନ ଉଡ଼ିବାର ଦେଖିବାକୁ ମିଳିଛି। ଶତାଧିକ ସୁରକ୍ଷାକର୍ମୀଙ୍କ ଗହଣରେ ଶ୍ରୀମନ୍ଦିର କେତେ ସୁରକ୍ଷିତ, ତାହା ଜଗନ୍ନାଥପ୍ରେମୀ ପ୍ରଶ୍ନ କରିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ଭିତରକୁ ବେଧଡ଼କ ମୋବାଇଲ ନେଇ ...
Read more

ସି.ଏମ୍ କିଷାନ କେବଳ ସହାୟତା ନୁହେଁ, ଚାଷୀଙ୍କ ପରିଶ୍ରମକୁ ଉଚିତ ସମ୍ମାନ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀ ଓ କୃଷି ଭିତ୍ତିକ ଗଣପର୍ବ 'ନୂଆଁଖାଇ'ର ଅବ୍ୟବହିତ ପୂର୍ବରୁ ରାଜ୍ୟର ଅଗଣିତ ଚାଷୀ ଭାଇ ଓ ଭଉଣୀମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି  ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ।  ସ୍ଥାନୀୟ ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ...
Read more

ପୋଲିସ ବାହିନୀ ପାଇଁ ‘SMART POLICING’ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ...
Read more

ସିଏମ୍‌-କିଷାନର ପଞ୍ଚମ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜନ୍ମାଷ୍ଟମୀରେ ଚାଷୀଙ୍କୁ ବଡ଼ ଭେଟି। ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି । ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଯୋଜନା ମାଧ୍ୟମରେ ...
Read more

ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ

ଭୁବନେଶ୍ଵର : ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ । ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ସହୟତା ରାଶିକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କଲେ ସରକାର । ଶିଶୁ ବାଟିକାରୁ ଦ୍ୱାଦଶ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ ହେବ । ମୃତ୍ୟୁ ...
Read more

୧୨-୧୩ ତାରିଖବେଳକୁ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ବର୍ତ୍ତମାନ ବିଶେଷ  ବର୍ଷା ନାହିଁ । କାଁ ଭାଁ ଘଡ଼ଘଡ଼ି ସହ ଅସରାଏ ଲେଖାଏଁ  ବର୍ଷା ହୋଇପାରେ । କିନ୍ତୁ, ସେପ୍ଟେମ୍ବର ଦ୍ୱିତୀୟ  ସପ୍ତାହ ବେଳକୁ ପୁଣି ବଡ଼ ବର୍ଷା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆଇଏମଡି)  ଜାରି କରିଥିବା ...
Read more

ଶ୍ରୀମନ୍ଦିରରେ ଆଜି ସନ୍ଧ୍ୟା ୭ରୁ ରାତି ୧୨ ଦର୍ଶନ ମନା

ପୁରୀ : ଶୁକ୍ରବାର ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ପାଳନ ହେବ ଶ୍ରୀକୃଷ୍ଣ ଜନ୍ମ ନୀତି । ବଡ଼ଦେଉଳରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା ରହିଛି । ସନ୍ଧ୍ୟା ଧୂପ ଛେକ ଆସିବା ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ଶେଷ ପର୍ଯ୍ୟନ୍ତ ଅର୍ଥାତ ସନ୍ଧ୍ୟା ୭ଟାରୁ ...
Read more

୭ ଦିନ ଯାଏ ବର୍ଷା ସ୍ଥିତି

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ କେଉଁଠି ଅସରାଏ ଦି’ ଅସରା ବର୍ଷା ହେଉଛି। ...
Read more

୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପ୍ରଶାସନିକ ସେବା (ଓଏଏସ୍‌)ର ୧୪ ଜଣ ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)କୁ ପଦୋନ୍ନତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କ୍ରମେ ଏହି ପଦୋନ୍ନତି ଦିଆଯାଇଥିବା ନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ...
Read more

ଆଜି ସିଏମ୍-କିଷାନ ସହାୟତା

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ସିଏମ୍-କିଷାନ (ରବି ୨୦୨୬-୨୭) ଯୋଜନା ଅନ୍ତର୍ଗତ ଆର୍ଥିକ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହେବ। ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବାକୁ ଥିବା ଏହି ...
Read more

ବିଜ୍ଞପ୍ତି ପ୍ରକାଶ:୨୨ରୁ ବିଧାନସଭା

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ସପ୍ତମ ତଥା ମୌସୁମି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବୋଲି ଗୁରୁବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଏଥିରେ ୮ଟି ସରକାରୀ ଏବଂ ଗୋଟିଏ ବେସରକାରୀ ...
Read more

ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର

ଖଇରା : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଡ଼ା ଛକ ନିକଟରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର କରିଛି ପୁଲିସ।ଗତକାଲି ବିଳମ୍ବିତ ରାତିରେ ରାଣୀତାଲ-କୁପାରୀ ରୋଡରେ ପୁଲିସ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ହୋଇଥିଲା ଗୁଳି ବିନିମୟ। ସୂଚନା ଅନୁସାରେ, ଦୁଇ ଜଣ ...
Read more

ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଜେଲ୍‌

ଢେଙ୍କାନାଳ:ସରକାରୀ ଅର୍ଥ ଆତ୍ମସାତ୍‌ ଓ ଦୁର୍ନୀତି ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଆଜି (୦୩.୦୯.୨୦୨୬) ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ବିଶେଷ ଭିଜିଲାନ୍ସ ଆଦାଲତ। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ହେଲେ: ...